Genesis 44:28 — Compare Translations

5 translations compared side by side

Odia - 1840
"ଗୋଟିଏ ପୁତ୍ର ମାଠାରୁେ ଦୂରକୁ ଚାଲିଗଲା। ସହେି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ବାସ କରେ ସେ ହିଂସ୍ର ଜନ୍ତୁଙ୍କ ଦ୍ବାରା ଗ୍ରାସିତ ହାଇୟୋଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ତ ଖଣ୍ତ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ପୁତ୍ର ମୋ’ଠାରୁ ଦୂରକୁ ଗ୍ଭଲିଗଲା। ସେହି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ୱାସ କରେ ସେ ହିଂସ୍ର ଜନ୍ତୁ ଦ୍ୱାରା ଗ୍ରାସିତ ହୋଇଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, “ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।”