Genesis 44:29 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ମାରେ ଆର ପୁତ୍ରକୁ ମାେ ଠାରୁ ଦୂ ରଇେ ନିଅ। ଏବଂ ଯଦି ତା'ର କିଛି ହୁଏ, ତବେେ ମୁଁ ଦୁଃଖ ରେ ମରିୟିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯେବେ ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ଵକେଶରେ ପାତାଳକୁ ପଠାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ମୋର ଆର ପୁତ୍ରକୁ ମୋ’ଠାରୁ ଦୂରେଇ ନିଅ। ଏବଂ ଯଦି ତା’ର କିଛି ହୁଏ, ତେବେ ମୁଁ ଦୁଃଖରେ ମରିଯିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’
Odia IRV 2017 (ଓଡିଆ ବାଇବେଲ)
ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ମୃତ୍ୟୁୁ ମୁଖରେ ପକାଇବ।