Genesis 44:3 — Compare Translations
5 translations compared side by side
Odia - 1840
"ତା' ପରଦିନ ପ୍ରତ୍ଯୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରତ୍ୟୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।