Genesis 44:30 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଚିନ୍ତା କରନ୍ତୁ, କ'ଣ ହବେ। ଯେତବେେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫରେିବୁ। ସହେି ବାଳକ ଆମ୍ଭ ପିତଙ୍କର ଅମୁଲ୍ଯ ସମ୍ପଦ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯେବେ ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଚିନ୍ତା କରନ୍ତୁ, କ’ଣ ହେବ। ଯେତେବେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫେରିବୁ। ସେହି ବାଳକ ଆମ୍ଭ ପିତାଙ୍କର ଅମୂଲ୍ୟ ସମ୍ପଦ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ।