Genesis 44:31 — Compare Translations

5 translations compared side by side

Odia - 1840
"ଆମ୍ଭର ପିତା ଏକ ଦୁଃଖି ବୃଦ୍ଧ ଲୋକ, ସେ ଯେତବେେଳେ ଦେଖିବେ ବିନ୍ଯାମୀନ ଆମ୍ଭ ସହିତ ନାହିଁ। ଏବଂ ଏହା ଆମ୍ଭର ଦୋଷ ହବେ। ଆମ୍ଭ ଯୋଗୁଁ ସେ ଦୁଃଖି ମଣିଷ ପରି ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ । ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ଵକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପିତା ଏକ ଦୁଃଖୀ ବୃଦ୍ଧ ଲୋକ, ସେ ଯେତେବେଳେ ଦେଖିବେ ବିନ୍ୟାମୀନ ଆମ୍ଭ ସହିତ ନାହିଁ। ଏହା ଆମ୍ଭର ଦୋଷ ହେବ। ଆମ୍ଭ ଯୋଗୁଁ ସେ ଦୁଃଖୀ ମଣିଷ ପରି ମୃତ୍ୟୁବରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱ କେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।