Genesis 44:32 — Compare Translations
5 translations compared side by side
Odia - 1840
"ମୁଁ ଏହି ଭାଇ ପାଇଁ ଦାଯିତ୍ବ ନଇେଛି। ମୁଁ ମାରେ ପିତାଙ୍କୁ କହିଥିଲି, 'ଯଦି ମୁଁ ବିନ୍ଯାମୀନଙ୍କୁ ସାଙ୍ଗ ରେ ନ ନିଏ ତବେେ ସେ ମାେତେ ଜୀବନ ସାରା ଦୋଷ ବହନ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯେବେ ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଏହି ଭାଇ ପାଇଁ ଦାୟିତ୍ୱ ନେଇଛି। ମୁଁ ମୋର ପିତାଙ୍କୁ କହିଥିଲି, ‘ଯଦି ମୁଁ ବିନ୍ୟାମୀନଙ୍କୁ ସାଙ୍ଗରେ ନ ନିଏ ତେବେ ସେ ମୋତେ ଜୀବନ ସାରା ଦୋଷ ବହନ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।