Genesis 44:33 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଆପଣଙ୍କୁ ଭିକ୍ଷା ମାଗୁଛି। ଦୟାକରି ତାଙ୍କୁ ଆମ୍ଭର ଭାଇମାନଙ୍କ ସହିତ ୟିବାକୁ ଦିଅ। ଏବଂ ମୁଁ ତୁମ୍ଭର ଦାସ ହାଇେ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇ ଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଆପଣଙ୍କୁ ଭିକ୍ଷା ମାଗୁଛି। ଦୟାକରି ତାଙ୍କୁ ଆମ୍ଭର ଭାଇମାନଙ୍କ ସହିତ ଯିବାକୁ ଦିଅନ୍ତୁ। ଏବଂ ମୁଁ ଆପଣଙ୍କ ଦାସ ହୋଇ ରହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇ ଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।