Genesis 44:4 — Compare Translations

5 translations compared side by side

Odia - 1840
"ସମାନେେ ନଗର ଛାଡ଼ିବା ପରେ ଯୋଷଫେ ତାଙ୍କର ଦାସଙ୍କୁ କହିଲେ, ସହେି ଲୋକମାନଙ୍କୁ ଅନୁସରଣ କର। ସମାନଙ୍କେୁ ଅଟକାଇ କୁହ, 'ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ଯବହାର କଲୁ କିନ୍ତୁ ତୁମ୍ଭମାନେେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭମାନେେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଚୋରି କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନଗର ଛାଡ଼ିବା ପରେ ଯୋଷେଫ ତାଙ୍କର ଦାସଙ୍କୁ କହିଲେ, “ସେହି ଲୋକମାନଙ୍କୁ ଅନୁସରଣ କର। ସେମାନଙ୍କୁ ଅଟକାଇ କୁହ, ‘ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ୟବହାର କଲୁ, କିନ୍ତୁ ତୁମ୍ଭେମାନେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭେମାନେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଗ୍ଭେରି କଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ିଯାଇ ସେମାନଙ୍କ ସଙ୍ଗ ଧରି କୁହ, ‘ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?