Genesis 44:5 — Compare Translations
5 translations compared side by side
Odia - 1840
"ମାରେ ମହାଶୟ ସହେି କପ୍ରୁ ପାନକରିସାରିବା ପରେ ଗୁପ୍ତକଥାଗୁଡ଼ିକ ଅଲୌକିକ ଶକ୍ତି ଜରିଆ ରେ ଜାଣିବାକୁ ଏହା ବ୍ଯବହାର କରନ୍ତି। କାହିଁକି ତୁମ୍ଭମାନେେ ଏହି ମନ୍ଦ କାର୍ୟ୍ଯ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ଵାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ଵାରା ତୁମ୍ଭେମାନେ ଦୋଷ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ମହାଶୟ ସେହି କପ୍ରେ ପାନ କରି ସାରିବା ପରେ ଗୁପ୍ତ କଥାଗୁଡ଼ିକ ଅଲୌକିକ ଶକ୍ତି ଜରିଆରେ ଜାଣିବାକୁ ଏହା ବ୍ୟବହାର କରନ୍ତି। କାହିଁକି ତୁମ୍ଭେମାନେ ଏହି ମନ୍ଦକାର୍ଯ୍ୟ କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।”