Genesis 44:7 — Compare Translations
5 translations compared side by side
Odia - 1840
"କିନ୍ତୁ ଭାଇମାନେ ସହେି ଦସକେୁ କହିଲେ, ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ,? ଆମ୍ଭେ ଏପରି କିଛି କର୍ୟ୍ଯ କରିନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଭାଇମାନେ ସେହି ଦାସକୁ କହିଲେ, “ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ? ଆମ୍ଭେ ଏପରି କିଛି କାର୍ଯ୍ୟ କରି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।