Genesis 44:8 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ କିଣାନ ଦେଶରୁ ଫରେି ଆସିଛୁ। ଆମ୍ଭ ପଟ ମଧିଅରେ ଥିବା ଟଙ୍କା ଫରୋଇବାକୁ। ତେଣୁ ଆମ୍ଭେ କାହିଁକି କୌଣସି ଜିନିଷ ପ୍ରଭୁଙ୍କ ଗୃହରୁ ଚୋରୀ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିରୂପେ ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ କିଣାନ ଦେଶରୁ ଫେରି ଆସିଛୁ, ଆମ୍ଭ ପଟ ମଧ୍ୟରେ ଥିବା ଟଙ୍କା ଫେରାଇବାକୁ। ତେଣୁ ଆମ୍ଭେ କାହିଁକି କୌଣସି ଜିନିଷ ପ୍ରଭୁଙ୍କ ଗୃହରୁ ଚୋରୀ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?