Genesis 44:9 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ କୌଣସି ଲୋକର ଥଳିରୁ ରୂପା କପ୍ ପାଇବ, ତୁମ୍ଭେ ତାଙ୍କୁ ହତ୍ଯା କରିପାରିବ ଏବଂ ଆମ୍ଭେ ଅବଶିଷ୍ଟାଂଶ ତୁମ୍ଭ ମୁନିବଙ୍କର ସବେକଗଣ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କୌଣସି ଲୋକର ଥଳିରୁ ରୂପା କପ୍ ପାଇବ, ତୁମ୍ଭେ ତାଙ୍କୁ ହତ୍ୟା କରି ପାରିବ ଏବଂ ଆମ୍ଭେ ଅବଶିଷ୍ଟାଂଶ ତୁମ୍ଭ ମୁନିବଙ୍କର ସେବକଗଣ ହେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।