Genesis 45:1 — Compare Translations

5 translations compared side by side

Odia - 1840
"ଯୋଷଫେ ନିଜକୁ ବେଶି ଦିନ ନିଯନ୍ତ୍ରଣ ରେ ରଖି ପାରି ନଥିଲେ। ଯୋଷଫେ ସମସ୍ତ ଲୋକଙ୍କୁ ସମ୍ମୁଖ ରେ ଡ଼ାକି କହିଲେ, ସମସ୍ତେ ଏଠାରୁ ଚାଲିୟାଅ। ତେଣୁ କହେି ନଥିଲା ବେଳେ ଯୋଷଫେ ନିଜକୁ ଭାଇମାନଙ୍କ ସମ୍ମୁଖ ରେ ପରିଚିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର । ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କୁ ତାଙ୍କର ପରିଚୟ ଦେଲେ ଯୋଷେଫ ନିଜକୁ ବେଶି ଦିନ ନିୟନ୍ତ୍ରଣରେ ରଖି ପାରି ନ ଥିଲେ। ଯୋଷେଫ ସମସ୍ତ ଲୋକଙ୍କୁ ସମ୍ମୁଖକୁ ଡାକି କହିଲେ, “ସମସ୍ତେ ଏଠାରୁ ଗ୍ଭଲିଯାଅ।” ତେଣୁ କେହି ନ ଥିଲାବେଳେ ଯୋଷେଫ ନିଜକୁ ଭାଇମାନଙ୍କ ସମ୍ମୁଖରେ ପରିଚିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।