Genesis 45:10 — Compare Translations

5 translations compared side by side

Odia - 1840
"ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମଷୋଦି ସର୍ବସ୍ବ ସହିତ ଗୋଶନ ପ୍ରଦେଶ ରେ ବାସକରି ମାରେ ନିକଟବର୍ତ୍ତୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୁତ୍ର ଓ ପୌତ୍ର ଓ ଗୋମେଷାଦି ସର୍ବସ୍ଵ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବଶ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋର ନିକଟବର୍ତ୍ତୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।