Genesis 45:11 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କର ଆଗ ପାଞ୍ଚବର୍ଷ ପାଇଁ ଯତ୍ନ ନବେି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କର ଆଗାମୀ ପାଞ୍ଚ ବର୍ଷ ପାଇଁ ଯତ୍ନ ନେବି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।