Genesis 45:12 — Compare Translations

5 translations compared side by side

Odia - 1840
"ଯୋଷଫେ ତାଙ୍କର ଭାଇମାନଙ୍କୁ ଏକଥା କହିଲେ, ମୁଁ ଯୋଷଫେ ବୋଲି, ତୁମ୍ଭେ ନିଶ୍ଚିତ ରେ ଜାଣିଥିବ। ଏପରିକି ମାରେ ଭାଇ ବିନ୍ଯାମୀନ ଜାଣୁ ଯେ ମୁଁ ଯୋଷଫେ, ତୁମ୍ଭର ଭାଇ କହୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ଭାଇମାନଙ୍କୁ ଏ କଥା କହିଲେ, “ମୁଁ ଯୋଷେଫ ବୋଲି, ତୁମ୍ଭେ ନିଶ୍ଚିତରେ ଜାଣିଥିବ। ଏପରିକି ମୋର ଭାଇ ବିନ୍ୟାମୀନ ଜାଣୁ ଯେ ମୁଁ ଯୋଷେଫ, ତୁମ୍ଭର ଭାଇ କହୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋ’ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।