Genesis 45:13 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ମାରେ ଏଠା ରେ ଐଶ୍ବର୍ୟ୍ଯାଦି ଯାହା ଦେଖୁଛ ତାହା ମାେ ପିତାଙ୍କୁ ଜଣାଅ। ମାରେ ଏଠା ରେ ଯାହା ଦେଖୁଛ ତାହା ସବୁ ମାରେ ପିତାଙ୍କୁ ୟାଇ କୁହ। ବର୍ତ୍ତମାନ ତୁମ୍ଭେ ଶିଘ୍ର ୟାଇ ମାରେପିତାଙ୍କୁ ଏଠାକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ମୋର ଏଠାରେ ଐଶ୍ୱର୍ଯ୍ୟାଦି ଯାହା ଦେଖୁଛ, ତାହା ମୋ’ ପିତାଙ୍କୁ ଜଣାଅ। ମୋର ଏଠାରେ ଯାହା ଦେଖୁଛ ତାହା ସବୁ ମୋର ପିତାଙ୍କୁ ଯାଇ କୁହ। ବର୍ତ୍ତମାନ ତୁମ୍ଭେ ଶୀଘ୍ର ଯାଇ ମୋର ପିତାଙ୍କୁ ଏଠାକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋ’ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”