Genesis 45:14 — Compare Translations

5 translations compared side by side

Odia - 1840
"ଏହାପରେ ଯୋଷଫେ ବିନ୍ଯାମୀନଙ୍କୁ ଆଲିଙ୍ଗନ କଲେ ଓ ଉଭୟ ଭାଇ ମିଶି କ୍ରନ୍ଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ ଆଲିଙ୍ଗନ କଲେ ଓ ଉଭୟ ଭାଇ ମିଶି କ୍ରନ୍ଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।