Genesis 45:15 — Compare Translations
5 translations compared side by side
Odia - 1840
"ପୁଣି ଯୋଷଫେ ତାଙ୍କ ଅନ୍ୟ ସମସ୍ତ ଭାଇମାନଙ୍କୁ ଚୁମ୍ବନ କଲେ ଓ ସମାନଙ୍କେୁ ଧରି ରୋଦନ କଲେ। ଏହାପରେ ତାଙ୍କର ଭାଇମାନେ ତାଙ୍କ ସହିତ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ଵନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ । ଏଉତ୍ତାରୁ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୋଷେଫ ତାଙ୍କ ଅନ୍ୟ ସମସ୍ତ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏହା ପରେ ତାଙ୍କର ଭାଇମାନେ ତାଙ୍କ ସହିତ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।