Genesis 45:16 — Compare Translations
5 translations compared side by side
Odia - 1840
"ଯୋଷଫଙ୍କେ ଭାଇମାନେ ଆସିଛନ୍ତି। ଏହି ଜନରବ ଫାରୋ ମଧ୍ଯ ଜାଣି ପାରିଲେ। ଏଥି ରେ ଫାରୋ ଓ ତାଙ୍କର ଦାସ ସମୂହ ସମସ୍ତେ ଆନନ୍ଦିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କ ଭାଇମାନେ ଆସିଛନ୍ତି। ଏହି ଜନରବ ଫାରୋ ମଧ୍ୟ ଜାଣି ପାରିଲେ। ଏଥିରେ ଫାରୋ ଓ ତାଙ୍କର ଦାସ ସମୂହ ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।