Genesis 45:17 — Compare Translations

5 translations compared side by side

Odia - 1840
"ଫାରୋ ଯୋଷଫଙ୍କେୁ କହିଲେ, ତୁମ୍ଭର ଭାଇମାନଙ୍କୁ କୁହ ତାଙ୍କର ପଶୁମାନଙ୍କୁ ଖାଦ୍ୟ ଶସ୍ଯ ରେ ଲଦି ଦିଅନ୍ତୁ ଏବଂ କିଣାନ ଦେଶକୁ ଚାଲିୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଫାରୋ ଯୋଷେଫଙ୍କୁ କହିଲେ, ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ଭାଇମାନଙ୍କୁ କୁହ ତାଙ୍କର ପଶୁମାନଙ୍କୁ ଖାଦ୍ୟ ଶସ୍ୟରେ ଲଦି ଦିଅନ୍ତୁ ଏବଂ କିଣାନ ଦେଶକୁ ଗ୍ଭଲିଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,