Genesis 45:18 — Compare Translations
5 translations compared side by side
Odia - 1840
"ତାଙ୍କୁ କୁହ, ତୁମ୍ଭର ପିତା ଏବଂ ତାଙ୍କର ପରିବାର ଧରି ଏଠାକୁ ଆସନ୍ତୁ। ମୁଁ ସମାନଙ୍କେୁ ମିଶରର ସବୁଠାରୁ ଉତ୍ତମ ଭୂମି ଦବେି ଏବଂ ସମାନେେ ଏଠା ରେ ଥିବା ପର୍ୟ୍ଯନ୍ତ ଆମ୍ଭର ଖାଦ୍ୟ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କୁ କୁହ, ତୁମ୍ଭର ପିତା ଏବଂ ତାଙ୍କର ପରିବାର ଧରି ଏଠାକୁ ଆସନ୍ତୁ। ମୁଁ ସେମାନଙ୍କୁ ମିଶରର ସବୁଠାରୁ ଉତ୍ତମ ଭୂମି ଦେବି ଏବଂ ସେମାନେ ଏଠାରେ ଥିବା ପର୍ଯ୍ୟନ୍ତ ଆମ୍ଭର ଖାଦ୍ୟ ଖାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।