Genesis 45:19 — Compare Translations
5 translations compared side by side
Odia - 1840
"ଏହାପରେ ଫାରୋ କହିଲେ, ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ବାରା ସମାନଙ୍କେର ଭୂମିକୁ ୟାତ୍ରା କରନ୍ତୁ ଏବଂ ସମାନଙ୍କେର ପିତା, ସମାନଙ୍କେର ସ୍ତ୍ରୀମାନଙ୍କୁ ଏବଂ ସମାନଙ୍କେର ପିଲାମାନଙ୍କୁ ଆଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶକଟ ନେଇଯାଅ, ପୁଣି ଆପଣାମାନଙ୍କ ପିତାଙ୍କୁ ନେଇ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଫାରୋ କହିଲେ, “ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ୱାରା ସେମାନଙ୍କର ଭୂମିକୁ ଯାତ୍ରା କରନ୍ତୁ ଏବଂ ସେମାନଙ୍କର ପିତା, ସେମାନଙ୍କର ସ୍ତ୍ରୀମାନଙ୍କୁ ଏବଂ ସେମାନଙ୍କର ପିଲାମାନଙ୍କୁ ଆଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।
Odia IRV 2017 (ଓଡିଆ ବାଇବେଲ)
ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇ ଆସ।