Genesis 45:2 — Compare Translations

5 translations compared side by side

Odia - 1840
"ଯୋଷଫେ କ୍ରନ୍ଦନ କରିବା ସମସ୍ତ ମିଶରୀଯମାନେ ଶୁଣିଲେ। ଯେଉଁମାନେ ଫାରୋଙ୍କ ଗୃହ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ କ୍ରନ୍ଦନ କରିବା ସମସ୍ତ ମିଶରୀୟମାନେ ଶୁଣିଲେ, ଯେଉଁମାନେ ଫାରୋଙ୍କ ଗୃହରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଉଚ୍ଚୈଃସ୍ୱରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।