Genesis 45:20 — Compare Translations

5 translations compared side by side

Odia - 1840
"ସମସ୍ତ ମିଶର ଦେଶର ଉତ୍ତମ ଦ୍ରବ୍ଯ ତୁମ୍ଭମାନଙ୍କର ଅଟେ। ତୁମ୍ଭର ସମ୍ପତ୍ତିକୁ ତୁମ୍ଭର ଜନ୍ମଭୂମିରେ ପରିତ୍ଯାଗ କରିବା ବିଷଯ ରେ ଦୁଃଖ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ମିଶର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ। ତୁମ୍ଭର ସମ୍ପତ୍ତିକୁ ତୁମ୍ଭର ଜନ୍ମଭୂମିରେ ପରିତ୍ୟାଗ କରିବା ବିଷୟରେ ଦୁଃଖ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
Odia IRV 2017 (ଓଡିଆ ବାଇବେଲ)
ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।”