Genesis 45:21 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ପୁତ୍ରମାନେ ସହେିପରି କଲେ। ଫାରୋ କହିବା ଅନୁସାରେ ଯୋଷଫେ ସମାନଙ୍କେୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ୟାତ୍ରା ପାଇଁ ଆବଶ୍ଯକ ଦ୍ରବ୍ଯମାନ ମଧ୍ଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲଙ୍କ ପୁତ୍ରମାନେ ସେହିପରି କଲେ। ଫାରୋ କହିବା ଅନୁସାରେ ଯୋଷେଫ ସେମାନଙ୍କୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ଯାତ୍ରା ପାଇଁ ଆବଶ୍ୟକ ଦ୍ରବ୍ୟମାନ ମଧ୍ୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।