Genesis 45:22 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ପ୍ରେତ୍ୟକକ ଭାଇମାନଙ୍କୁ ଗୋଟିଏ ୟୋଡ଼ା ଉତ୍ତମ ବସ୍ତ୍ର ଦେଲେ। ମାତ୍ର ବିନ୍ଯାମୀନକୁ 300 ରେ ୗପ୍ୟ ମୁଦ୍ରା ଓ ଆଞ୍ଚ ୟୋଡ଼ା ସୁକ୍ଷ୍ମ ବସ୍ତ୍ର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ପ୍ରତ୍ୟେକ ଭାଇମାନଙ୍କୁ ଗୋଟିଏ ଯୋଡ଼ା ଉତ୍ତମ ବସ୍ତ୍ର ଦେଲେ। ମାତ୍ର ବିନ୍ୟାମୀନକୁ 300 ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ସୁକ୍ଷ୍ମ ବସ୍ତ୍ର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନିଶହ ଶେକେଲ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।