Genesis 45:23 — Compare Translations

5 translations compared side by side

Odia - 1840
"ପୁଣି ଯୋଷଫେ ତାଙ୍କର ପିତାଙ୍କ ନିମନ୍ତେ ମିଶର ଦେଶର ଉତ୍ତମ ଦ୍ରବ୍ଯ ରେ ନଦା ଦଶଗଧ ଓ ପିତାଙ୍କ ପାଥଯେ ନିମନ୍ତେ ଶସ୍ଯ ଓ ରୋଟି ଆଦି ଭକ୍ଷ୍ଯ ଦ୍ରବ୍ଯ ରେ ନଦା ଦଶ ଗର୍ଦ୍ଧଭୀ ପାଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୋଷେଫ ତାଙ୍କର ପିତାଙ୍କ ନିମନ୍ତେ ମିଶର ଦେଶର ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପାଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।