Genesis 45:24 — Compare Translations
5 translations compared side by side
Odia - 1840
"ଏହାପରେ ଯୋଷଫେ ତାଙ୍କର ଭାଇମାନଙ୍କୁ କହିଲେ, ସମାନଙ୍କେର ଘର ରାସ୍ତା ରେ ୟିବାକୁ ଏବଂ ସମାନଙ୍କେୁ ସାବଧାନ କରାଇ କହିଲେ, ସିଧା ଘରକୁ ୟାଅ। ବାଟରେ ଝଗଡ଼ା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, ସେମାନଙ୍କର ଘର ରାସ୍ତାରେ ଯିବାକୁ ଏବଂ ସେମାନଙ୍କୁ ସାବଧାନ କରାଇ କହିଲେ, “ସିଧା ଘରକୁ ଯାଅ। ବାଟରେ ଝଗଡ଼ା କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”