Genesis 45:25 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଯୋଷଫେର ଭାଇମାନେ ମିଶର ଛାଡ଼ି କିଣିନ ଦେଶକୁ ଗଲେ। ତା'ପରେ ସମାନେେ ସମାନଙ୍କେର ପିତା ଯାକୁବଙ୍କ ଆଗକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଯୋଷେଫଙ୍କର ଭାଇମାନେ ମିଶର ଛାଡ଼ି କିଣାନ ଦେଶକୁ ଗଲେ। ତା’ପରେ ସେମାନେ ସେମାନଙ୍କର ପିତା ଯାକୁବଙ୍କ ଆଗକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।