Genesis 45:26 — Compare Translations

5 translations compared side by side

Odia - 1840
"ଭାଇମାନେ ତାଙ୍କ ପିତାଙ୍କୁ କହିଲେ, ପିତା, ଯୋଷଫେ ଏବଂ ମଧ୍ଯ ବଞ୍ଚିଛନ୍ତି। ଏବେ ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି । ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ତାଙ୍କ ପିତାଙ୍କୁ କହିଲେ, “ପିତା, ଯୋଷେଫ ଏବଂ ମଧ୍ୟ ବଞ୍ଚିଛନ୍ତି। ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।” ତାଙ୍କର ପିତା କିଛି ଭାବି ପାରିଲେ ନାହିଁ। ପ୍ରଥମେ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।