Genesis 45:27 — Compare Translations
5 translations compared side by side
Odia - 1840
"ତା'ପରେ ଯୋଷଫଙ୍କେ ସମସ୍ତ କଥା ସମାନେେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟ ମାନ ଦେଖିଲେ। ଏହାପରେ ଯାକୁବ ଅତ୍ଯନ୍ତ ଆନନ୍ଦି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ । ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋଷେଫଙ୍କ ସମସ୍ତ କଥା ସେମାନେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟମାନ ଦେଖିଲେ। ଏହା ପରେ ଯାକୁବ ଅତ୍ୟନ୍ତ ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।