Genesis 45:28 — Compare Translations

5 translations compared side by side

Odia - 1840
"ଯାକୁବ କହିଲେ, ଏହା ୟଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମାରେ ପୁତ୍ର ଯୋଷଫେ ଏବବେି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ କହିଲେ, “ଏହା ଯଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମୋର ପୁତ୍ର ଯୋଷେଫ ଏବେବି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”