Genesis 45:4 — Compare Translations
5 translations compared side by side
Odia - 1840
"ତେଣୁ ଯୋଷଫେ ତାଙ୍କର ଭାଇମାନଙ୍କୁ କହିଲେ, ମାେ ନିକଟକୁ ଆସ, ମୁଁ ନିବଦନେ କରିଛି ମାେ ନିକଟକୁ ଆସ। ତେଣୁ ତାଙ୍କର ଭାଇ ତାଙ୍କୁ ନିକଟକୁ ଗଲେ। ତେଣୁ ଯୋଷଫେ ସମାନଙ୍କେୁ କହିଲେ, ମୁଁ ତୁମ୍ଭର ଭାଇ ଯୋଷଫେ, ମୁଁ ହେଉଛି ସହେି ଭାଇ ଯାହାକୁ ତୁମ୍ଭମାନେେ ବିକ୍ରି କଲ କ୍ରତଦାସ ପରି କ୍ ରତାମାନଙ୍କେୁ, ଯେଉଁମାନେ ସମାନଙ୍କେର ମିଶରୀଯ ରାସ୍ତା ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୋ’ ନିକଟକୁ ଆସ, ମୁଁ ନିବେଦନ କରୁଛି ମୋ’ ନିକଟକୁ ଆସ।” ତେଣୁ ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ। ତେଣୁ ଯୋଷେଫ ସେମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ, ମୁଁ ହେଉଛି ସେହି ଭାଇ ଯାହାକୁ ତୁମ୍ଭେମାନେ ବିକ୍ରି କଲ କ୍ରୀତଦାସ ପରି କ୍ରେତାମାନଙ୍କୁ, ଯେଉଁମାନେ ସେମାନଙ୍କର ମିଶରୀୟ ରାସ୍ତାରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।