Genesis 45:5 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ ବ୍ଯସ୍ତ ହୁଅ ନାହିଁ। ମାେତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖ ରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ବର ମାେତେ ଏଠାକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ବ୍ୟସ୍ତ ହୁଅ ନାହିଁ। ମୋତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ୱର ମୋତେ ଏଠାକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।