Genesis 45:6 — Compare Translations
5 translations compared side by side
Odia - 1840
"ଦୁର୍ଭିକ୍ଷ ବର୍ତ୍ତମାନ ଦୁଇବର୍ଷ ଧରି ଚାଲିଛି। ଆହୁରି ଏହିପରି ପାଞ୍ଚବର୍ଷ ହବେ। ଶସ୍ଯ କଅଁଳିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକୀ ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟଚ୍ଛେଦନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଭିକ୍ଷ ବର୍ତ୍ତମାନ ଦୁଇ ବର୍ଷ ଧରି ଗ୍ଭଲିଛି। ଆହୁରି ଏହିପରି ପାଞ୍ଚ ବର୍ଷ ହେବ। ଶସ୍ୟ କଅଁଳିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।