Genesis 45:7 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ମାେତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗଇେ ନବୋ ପାଇଁ। ତେଣୁ ମୁଁ ଏଠା ରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରିପାରିବି ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି।