Genesis 45:8 — Compare Translations
5 translations compared side by side
Odia - 1840
"ମୁଁ ଏଠାକୁ ତୁମ୍ଭ ଦୋଷରୁ ଆସି ନାହିଁ। ଏହା ପରମେଶ୍ବରଙ୍କ ଯୋଜନା। ପରମେଶ୍ବର ମାେତେ ଫାରୋଙ୍କର ପିତା ଓ ତାଙ୍କର କର୍ତ୍ତା କରିଛନ୍ତି ଏବଂ ସମସ୍ତ ମିଶର ଉପରେ କର୍ତ୍ତା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ଵର ପଠାଇ ଅଛନ୍ତି; ପୁଣି ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏଠାକୁ ତୁମ୍ଭ ଦୋଷରୁ ଆସି ନାହିଁ। ଏହା ପରମେଶ୍ୱରଙ୍କ ଯୋଜନା। ପରମେଶ୍ୱର ମୋତେ ଫାରୋଙ୍କର ପିତା ଓ ତାଙ୍କର କର୍ତ୍ତା କରିଛନ୍ତି ଏବଂ ସମସ୍ତ ମିଶର ଉପରେ କର୍ତ୍ତା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ୱର ପଠାଇ ଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।