Genesis 46:1 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲ ମିଶରକୁ ୟାତ୍ରା କଲେ। ପ୍ରଥମେ ଇଶ୍ରାୟେଲ ବରେଶବୋକୁ ଗଲେ। ସଠାେରେ ସେ ପରମେଶ୍ବରଙ୍କ ଉପାସନା କଲେ। ତାଙ୍କର ପିତା ଇସ୍ହାକଙ୍କ ପରମେଶ୍ବରଙ୍କୁ। ଏବଂ ସେ ସଠାେରେ ହାମବେଳି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ଆପଣା ସର୍ବସ୍ଵ ଘେନି ଯାତ୍ରା କଲେ, ପୁଣି ବେରଶେବାରେ ଉତ୍ତରି ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ସାନ୍ତ୍ୱନା ଦେଲେ ତେଣୁ ଇସ୍ରାଏଲ ମିଶରକୁ ଯାତ୍ରା କଲେ। ପ୍ରଥମେ ଇସ୍ରାଏଲ ବେର୍ଶେବାକୁ ଗଲେ। ସେଠାରେ ସେ ପରମେଶ୍ୱରଙ୍କ ଉପାସନା କଲେ। ତାଙ୍କର ପିତା ଇସ୍ହାକଙ୍କ ପରମେଶ୍ୱରଙ୍କୁ। ଏବଂ ସେ ସେଠାରେ ହୋମବଳି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।