Genesis 46:10 — Compare Translations
5 translations compared side by side
Odia - 1840
"ଶିମିୟୋନର ପୁତ୍ର ୟିମୁଏଲ, ୟାମୀନ୍, ଓହଦ୍, ୟାଖୀନ୍, ସୋହର ଓ ତାହାର କିଣାନୀଯ ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୀୟୋନର ପୁତ୍ର ଯିମୁଏଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନର ପୁତ୍ର ଯିମୁଏଲ, ଯାମୀନ୍, ଓହଦ୍, ଯାଖୀନ୍, ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
Odia IRV 2017 (ଓଡିଆ ବାଇବେଲ)
ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।