Genesis 46:12 — Compare Translations

5 translations compared side by side

Odia - 1840
"ଯିହୁଦାର ପୁତ୍ର, ଏର, ଓନନ୍, ଶଲୋ, ପରେସ୍ ଓ ସରହେ। କିନ୍ତୁ ଏର, ଓନନ୍ କିଣାନ ଦେଶ ରେ ମରିଥିଲେ, ପରେସର ପୁତ୍ର ହିଷ୍ରୋଣ ଓ ହାମୂଲ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ପୁତ୍ର ଏର୍ ଓ ଓଜନ ଓ ଶେଲା ଓ ପେରସ୍ ଓ ସେରହ; ମାତ୍ର ଏର୍ ଓ ଓନନ୍ କିଣାନ ଦେଶରେ ମରିଥିଲେ । ପେରସ୍ର ପୁତ୍ର ହିଷ୍ରୋନ୍ ଓ ହାମୂଲ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ପୁତ୍ର, ଏର, ଓନନ୍, ଶେଲା, ପେରସ୍ ଓ ସେରହ। କିନ୍ତୁ ଏର ଏବଂ ଓନନ୍ କିଣାନ ଦେଶରେ ମରିଥିଲେ, ପେରସର ପୁତ୍ର ହିଷ୍ରୋନ୍ ଓ ହାମୂଲ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ପୁତ୍ର ଏର୍‍, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର୍‍ ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।