Genesis 46:15 — Compare Translations

5 translations compared side by side

Odia - 1840
"ରୂବନ୍େ, ସିମିଯୋନ, ଲବେୀ, ଯିହୁଦା, ଇଶାଖର ଏବଂ ସବେୂଲୂନ୍ ଯାକୁବ ଓ ଲୟୋର ସନ୍ତାନ ଥିଲେ। ଲୟୋ ସମାନଙ୍କେୁ ପଦ୍ଦନ ଅରାମ ରେ ଜନ୍ମ କରିଥିଲେ। ତାଙ୍କର ମଧ୍ଯ ଏକ କନ୍ଯାଥିଲା। ତା'ର ନାମ ଥିଲା ଦୀଣା। ଏହିପରି ତାଙ୍କର ପରିବାର ତତେିଶ ଜଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଓ କନ୍ୟା ଦୀଣା ପଦ୍ଦନ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ । ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍, ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଏବଂ ସବୂଲୂନ୍, ଯାକୁବ ଓ ଲେୟାଙ୍କର ସନ୍ତାନ ଥିଲେ। ଲେୟା ସେମାନଙ୍କୁ ପଦ୍ଦନ୍ ଅରାମରେ ଜନ୍ମ କରିଥିଲେ। ତାଙ୍କର ମଧ୍ୟ ଏକ କନ୍ୟା ଥିଲା। ତା’ର ନାମ ଦୀଣା। ଏହିପରି ତାଙ୍କର ପରିବାର ତେତିଶ ଜଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।