Genesis 46:17 — Compare Translations

5 translations compared side by side

Odia - 1840
"ଆଶରରେ ପୁତ୍ରମାନେ ଥିଲେ, ୟିମ୍ନା, ୟିଶ୍ବା, ୟିଶ୍ବି, ବରୀଯ ଓ ସମାନଙ୍କେର ଭଉଣୀ, ସରହେ ଓ ବରଯର ପୁତ୍ର ହବରେ ଓ ମଲ୍କୀଯଲେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଶେରର ପୁତ୍ର ଯିମ୍ନା ଓ ଯିଶ୍ବା ଓ ଯିଶ୍ବି ଓ ବରୀୟ ଓ ସେମାନଙ୍କ ଭଗିନୀ ସେରହ । ପୁଣି ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେରର ପୁତ୍ରମାନେ ଥିଲେ, ଯିମ୍ନା, ଯି‌ଶ୍‌ବା, ଯି‌ଶ୍‌ବି, ବରୀୟ ଓ ସେମାନଙ୍କର ଭଉଣୀ, ସେରହ ଏବଂ ବରୀୟର ପୁତ୍ର ହେବର ଓ ମ‌ଲ୍‌କୀୟେଲ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।
Odia IRV 2017 (ଓଡିଆ ବାଇବେଲ)
ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।