Genesis 46:18 — Compare Translations
5 translations compared side by side
Odia - 1840
"ଏମାନେ ସିଳ୍ପାର ପୁତ୍ରଗୁଡ଼ିକ ଥିଲେ। ଲାବନ ତାଙ୍କର କନ୍ଯା ଲୟୋକୁ, ସିଳ୍ପାକୁ ସବେିକା ଭାବରେ ଦେଲେ। ସେଥିପାଇଁ ଯାକୁବଙ୍କର ଷୋହଳଜଣ ବଂଶଧର ସିଳ୍ପାଠାରୁ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା । ଏମାନେ ଷୋଳ ପ୍ରାଣୀ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ସିଳ୍ପାର ପୁତ୍ର ଥିଲେ। ଲାବନ ତାଙ୍କର କନ୍ୟା ଲେୟାକୁ, ସିଳ୍ପାକୁ ସେବିକା ଭାବରେ ଦେଲେ। ସେଥିପାଇଁ ଯାକୁବଙ୍କର ଷୋହଳ ଜଣ ବଂଶଧର ସିଳ୍ପାଠାରୁ ଜନ୍ମ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
Odia IRV 2017 (ଓଡିଆ ବାଇବେଲ)
ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।