Genesis 46:19 — Compare Translations
5 translations compared side by side
Odia - 1840
"ଯାକୁବଙ୍କ ସ୍ତ୍ରୀ ରାହେଲର ପୁତ୍ର, ଯୋଷଫେ ଏହଂ ବିନ୍ଯାମୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମିନ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ ସ୍ତ୍ରୀ ରାହେଲର ପୁତ୍ର, ଯୋଷେଫ ଏବଂ ବିନ୍ୟାମୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।