Genesis 46:2 — Compare Translations
5 translations compared side by side
Odia - 1840
"ରାତ୍ର ରେ ପରମେଶ୍ବର ଇଶ୍ରାୟେଲକୁ ସ୍ବପ୍ନ ରେ କହିଲେ, ଯାକୁବ, ଯାକୁବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, ହେ ଯାକୁବ, ହେ ଯାକୁବ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାତିରେ ପରମେଶ୍ୱର ଇସ୍ରାଏଲକୁ ସ୍ୱପ୍ନରେ କହିଲେ, “ଯାକୁବ, ଯାକୁବ।” ଇସ୍ରାଏଲ ଉତ୍ତର ଦେଲେ, “ମୁଁ ଏହିଠାରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”