Genesis 46:20 — Compare Translations
5 translations compared side by side
Odia - 1840
"ମିଶର ରେ ଯୋଷଫଙ୍କେର ଦୁଇ ପୁତ୍ର ଥିଲେ। ମନଃଶି ଓ ଇଫ୍ରଯିମ। ଯୋଷଫଙ୍କେ ସ୍ତ୍ରୀ ଆସନତ, ସମାନଙ୍କେୁ ଜନ୍ମ କରିଥିଲେ। ୟିଏ ଓନ୍ ନଗରସ୍ଥ ପୋଟୀଫର ଯାଜକର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରେ ଯୋଷେଫଙ୍କର ଦୁଇ ପୁତ୍ର ଥିଲେ। ମନଃଶି ଓ ଇଫ୍ରୟିମ। ଯୋଷେଫଙ୍କ ସ୍ତ୍ରୀ ଆସନତ, ସେମାନଙ୍କୁ ଜନ୍ମ କରିଥିଲେ। ଯିଏ ଓନ୍ ନଗରସ୍ଥ ପୋଟୀଫର ଯାଜକର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।