Genesis 46:25 — Compare Translations
5 translations compared side by side
Odia - 1840
"ଏମାନେ ବିଲହାର ପୁତ୍ରଗଣ ଥିଲେ। ଲାବନ ବିଲହାକୁ ସବେିକାରୂପେ ତା'ର କନ୍ଯା ରାହେଲକୁ ଦେଲେ। ତେଣୁ ଯାକୁବଙ୍କର ସାତଜଣ ବଂଶଧର ବିଲହାଠାରୁ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ପ୍ରାଣୀ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ବିଲହାର ପୁତ୍ରଗଣ ଥିଲେ। ଲାବନ ବିଲହାକୁ ସେବିକାରୂପେ ତା’ର କନ୍ୟା ରାହେଲକୁ ଦେଲେ। ତେଣୁ ଯାକୁବଙ୍କର ସାତ ଜଣ ବଂଶଧର ବିଲହାଠାରୁ ଜନ୍ମ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
Odia IRV 2017 (ଓଡିଆ ବାଇବେଲ)
ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।