Genesis 46:26 — Compare Translations
5 translations compared side by side
Odia - 1840
"ଯାକୁବଙ୍କ ବଂଶଧର, ଯେଉଁଲୋକ ତାଙ୍କ ସଙ୍ଗ ରେ ମିଶର ରେ ଉପସ୍ଥିତ ହେଲ। ସମାନେେ 66 ଜଣ ଥିଲେ। (ଯାକୁବଙ୍କ ପୁତ୍ରବଧୁ ବିନା)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ ବଂଶଧର, ଯେଉଁମାନେ ତାଙ୍କ ସଙ୍ଗରେ ମିଶରରେ ଉପସ୍ଥିତ ହେଲେ ସେମାନେ 66 ଜଣ ଥିଲେ। (ଯାକୁବଙ୍କ ପୁତ୍ରବଧୁ ବିନା)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।