Genesis 46:27 — Compare Translations
5 translations compared side by side
Odia - 1840
"ଯୋଷଫଙ୍କେର ଦୁଇଟି ପୁତ୍ର ମିଶର ରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହିପରି ଭାବରେ ମାଟେ ସତୁରି ଜଣ ଯାକୁବଙ୍କ ପରିବାର ମିଶର ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇ ଥିଲେ, ସେମାନେ ଦୁଇ ପ୍ରାଣୀ । ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ଦୁଇଟି ପୁତ୍ର ମିଶରରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହିପରି ଭାବରେ ମୋଟ ସତୁରି ଜଣ ଯାକୁବଙ୍କ ପରିବାର ମିଶରରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।